ଆଜି ରାଜ୍ୟରେ ୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ।

14
ADVERTISEMENT

ଭୁବନେଶ୍ବର ,୧୨/୧୦(ଡ଼ିଏଚ.ବ୍ୟୁରୋ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇଛି ମୃତ୍ୟୁସଂଖ୍ୟାରେ । ଗତ ୨୪ ଘଣ୍ଟାରେ ୫୨୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement