ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାମନ୍ତରାୟପୁର ଛକରେ ବାଇକକୁ ପିଟିଲା ଟ୍ରକ ।

148
ADVERTISEMENT

ବ୍ରହ୍ମପୁର ,୨୨/୧୦(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାମନ୍ତରାୟପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ବାଇକକୁ ପିଟିଲା ଟ୍ରକ । ଘଟଣା ସ୍ଥଳରେ ଜଣକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି ।ମୃତକ ହେଲେ ସାମନ୍ତରାୟପୁର ଗାଁର ମୋହନ ଗୌଡ଼ । ଏବଂ ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ଥିବାବେଳେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବିରେ ସ୍ଥାନୀୟ ବାସିନ୍ଦା ପକ୍ଷରୁ ଜାତୀୟ ରାଜପଥ ଅବରୋଧ କରିଥିବା ସୂଚନା ।

Advertisement