ମହାରାଷ୍ଟ୍ର,୨୩/୧୦(ଡ଼ି.ଏଚ ବ୍ୟୁରୋ):-ମହାରାଷ୍ଟ୍ରର ପୁନେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ନାଭାଲ ବ୍ରିଜ ଉପରେ ଏକ ଟ୍ୟାଙ୍କରକୁ ଧକ୍କା ଦେଲା କାର । ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୨ ଜଣ ଗୁରୁତର ହୋଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି । ତେବେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ।
















