Thursday, September 24, 2026
ADVERTISEMENT
Home ଆଞ୍ଚଳିକ ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ।

ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ।

190
ADVERTISEMENT

ସମ୍ବଲପୁର,୨୬/୧୦(ଡ଼ି.ଏଚ ବ୍ୟୁରୋ):-ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ। ମମିତା ମେହେର ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ମନ୍ତ୍ରୀଙ୍କ ଇସ୍ତଫା ଓ ଦୋଷୀଙ୍କୁ କଠୋର ଦଣ୍ଡ ଦାବି କରି ଏହି ବନ୍ଦ ଡାକରା ଦେଇଛି ଜିଲ୍ଲା ବିଜେପି ।ସେପଟେ ମମିତା ମେହେର ହତ୍ୟାର ନିରପେକ୍ଷ ତଦନ୍ତ ଏବଂ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଟକ ସମାଜ ଅଫିସ ନିକଟସ୍ଥ ଗୋପବନ୍ଧୁ ଛକରୁ ରାଜ୍ୟ ଯୁବ କଂଗ୍ରେସର ଏକ ବିଶାଳ ଶୋଭାଯାତ୍ରା ବାହାରି ଡିଜିପି କାର୍ଯ୍ୟାଳୟ ଘେରାଉ କରିବ ।

Advertisement