ଆଜି ରାଜ୍ୟରେ ୫୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ।

136
ADVERTISEMENT

ଭୁବନେଶ୍ୱର ,୨୭/୧୦(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୫୪୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୮ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement