ADVERTISEMENT
Home ରାଜ୍ୟ ତାମିଲନାଡୁରେ ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ।

ତାମିଲନାଡୁରେ ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ।

154
fire isolated over black background
ADVERTISEMENT

ତାମିଲନାଡୁ ,୨୭/୧୦(ଡ଼ି.ଏଚ ବ୍ୟୁରୋ):-ତାମିଲନାଡୁର କାଲାକୁରୁଚି ଜିଲ୍ଲା ସଙ୍କରପୁରମରେ ଥିବା ଏକ ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ଫଳରେ ଅଗ୍ନିକାଣ୍ଡରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଥିବା ସୂଚନ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ କରିଥିବାବେଳେ ଅଗ୍ନିକାଣ୍ଡରେ ମୃତ୍ୟୁ ବାରଣ କରିଥିବା ମୃତକଙ୍କ ପରିବାରକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପକ୍ଷରୁ ୫ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା ।

Advertisement