ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ।

111
ADVERTISEMENT

ସୁବର୍ଣ୍ଣପୁର ,୨୮/୧୦(ଡ଼ି.ଏଚ ବ୍ୟୁରୋ):-ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ।ଏଥିରେ ବିଜେପି କର୍ମୀ ମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବଜାର ଓ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ କରିବା ସହ ରାସ୍ତା ଅବରୋଧ କରିଛନ୍ତି । ଫଳରେ ସୋନପୁର-ସମ୍ବଲପୁର, ସୋନପୁର-ବଲାଙ୍ଗୀର ଓ ସୋନେପୁର-ବୌଦ୍ଧ ରାସ୍ତାରେ ଯାନବାହନ ଚଳାଚଳ ସମ୍ପୂର୍ଣ ବନ୍ଦ ଥିବାବେଳେ ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ । ସେହିଭଳି ମମିତାଙ୍କୁ ନ୍ୟାୟ ଦାବିରେ ନୂଆପଡା ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ ।

Advertisement