Friday, November 6, 2026
ADVERTISEMENT
Home ଆଞ୍ଚଳିକ ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ...

ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ।

235
ADVERTISEMENT

ସୁବର୍ଣ୍ଣପୁର ,୨୮/୧୦(ଡ଼ି.ଏଚ ବ୍ୟୁରୋ):-ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ।ଏଥିରେ ବିଜେପି କର୍ମୀ ମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବଜାର ଓ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ କରିବା ସହ ରାସ୍ତା ଅବରୋଧ କରିଛନ୍ତି । ଫଳରେ ସୋନପୁର-ସମ୍ବଲପୁର, ସୋନପୁର-ବଲାଙ୍ଗୀର ଓ ସୋନେପୁର-ବୌଦ୍ଧ ରାସ୍ତାରେ ଯାନବାହନ ଚଳାଚଳ ସମ୍ପୂର୍ଣ ବନ୍ଦ ଥିବାବେଳେ ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ । ସେହିଭଳି ମମିତାଙ୍କୁ ନ୍ୟାୟ ଦାବିରେ ନୂଆପଡା ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ ।

Advertisement