ଭୁବନେଶ୍ବର,୨୯/୧୦(ଡ଼ି.ଏଚ ବ୍ୟୁରୋ):-ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଲେ ପୂର୍ବତନ ବିଜେପି ନେତା ବିଶ୍ବରଞ୍ଜନ ମଲ୍ଲିକ । ଏବଂ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜେଡ଼ିରେ ଯୋଗ ଦେବାପରେ ବରୀ ଅଞ୍ଚଳର ବିକାଶ ହେବ ବୋଲି ବିଜେଡ଼ି ନେତୃବୃନ୍ଦ ପ୍ରତିଶ୍ରୁତି ଦେଇଥିବା ସେ କହିଥିଲେ । ଏବଂ ଗତ ୨୦୧୯ ନିର୍ବାଚନରେ ବିଶ୍ବରଞ୍ଜନ ବରୀରୁ ବିଜେପି ବିଧାୟକ ପ୍ରାର୍ଥୀ ହୋଇଥିଲେ ।

















