Thursday, November 12, 2026
ADVERTISEMENT
Home ଆଞ୍ଚଳିକ ଆଜି ରାଜ୍ୟରେ ୩୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ।

ଆଜି ରାଜ୍ୟରେ ୩୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ।

136
ADVERTISEMENT

ଭୁବନେଶ୍ୱର,୦୧/୧୧ (ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୩୧୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୬ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement