ଭିଜିଲାନ୍ସ ଜାଲରେ ମହାବିରୋଡ଼ ଫାଣ୍ଡି ଅଧିକାରୀ ସମୀର ସାମଲ ।

160
ADVERTISEMENT

ଭୁବନେଶ୍ୱର,୦୨/୧୧ (ଡ଼ି.ଏଚ ବ୍ୟୁରୋ):-ପୋଲିସ ବାବୁଙ୍କ ଘରେ ଭିଜିଲାନ୍ସ ରେଡ୍ । ଭିଜିଲାନ୍ସ ଜାଲରେ ମହାବିରୋଡ଼ ଫାଣ୍ଡି ଅଧିକାରୀ ସମୀର ସାମଲ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢଉ । ତେବେ ଚଢଉ ବେଳେ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା ସୂଚନା । ସେହିଭଳି ପୁରୀ ଜିଲ୍ଲା ନିମାପଡା ତହସିଲଦାର ରାମଚନ୍ଦ୍ର ଜେନାଙ୍କ ଘରେ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ରେ ଭିଜିଲାନ୍ସ ରେଡ ।

Advertisement