ଆଜି ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ।

143
ADVERTISEMENT

ଭୁବନେଶ୍ୱର ,୫/୧୧ (ଡ଼ି.ଏଚ ବ୍ୟୁରୋ):-ଆଜି ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ ମୁରଲୀଧରଙ୍କ ନେତୃତ୍ୱରେ ଶପଥ ପାଠ ଗ୍ରହଣ କରିଥିବାବେଳେ ହାଇକୋର୍ଟର ସମସ୍ତ ବିଚାରପତି, ଆଡଭୋକେଟ ଜେନେରାଲ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ପୋଲିସ ଡିଜି, ପୋଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ।

Advertisement