Tuesday, September 22, 2026
ADVERTISEMENT
Home ଆଞ୍ଚଳିକ ସିଆରପିଏଫ ଯବାନଙ୍କ ଗୁଳିରେ ତିନି ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରି ଜଣ...

ସିଆରପିଏଫ ଯବାନଙ୍କ ଗୁଳିରେ ତିନି ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରି ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ।

170
ADVERTISEMENT

ମାଲକାନଗିରି ,୮/୧୧ (ଡ଼ି.ଏଚ ବ୍ୟୁରୋ):-ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲା ଲିଙ୍ଗନପାଲି ଥାନା ଅନ୍ତର୍ଗତ ମରଇଗୁଡା ସିଆରପିଏଫ କେମ୍ପରେ ଜଣେ ସିଆରପିଏଫ ଯବାନଙ୍କ ଗୁଳିରେ ତିନି ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରି ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି । ତେବେ ଯବାନ ଜଣକ କାହିଁକି ନିଜ ବନ୍ଧୁକରୁ ଏପରି ଗୁଳି ଚାଳନା କଲେ ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ଥିବାବେଳେ ସ୍ଥାନୀୟ ପୋଲିସର ତଦନ୍ତ ଜାରି ।

Advertisement