ଭିଜିଲାନ୍ସ ଜାଲରେ ଓଡିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ଡେପୁଟି ମ୍ୟାନେଜର ପ୍ରତାପ ସାମଲ ।

117
ADVERTISEMENT

ଭୁବନେଶ୍ୱର ,୯/୧୧(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଓଡିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ଡେପୁଟି ମ୍ୟାନେଜର ପ୍ରତାପ ସାମଲ । ଆୟ ବହିର୍ଭୂତ ସମ୍ପତ୍ତି ଠୁଲ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ସମେତ ଏକକାଳୀନ ୧୦ଟି ସ୍ଥାନରେ ରେଡ଼୍ ଜାରି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ କିଛି ତଥ୍ୟ ମିଳିନଥିବା ସୂଚନା ।

Advertisement