ବ୍ରହ୍ମପୁର,୯/୧୧(ଡ଼ି.ଏଚ ବ୍ୟୁରୋ):-ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକ ଓ ଗଣଯୋଗାଯୋଗ ବିଭାଗରେ ମିଡ୍ ସେମିଷ୍ଟାର୍ ପରୀକ୍ଷାକୁ ନେଇ ଛାତ୍ର ଅସନ୍ତୋଷ । ଉତ୍ତ୍ୟକ୍ତ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିବା ସହ ବନ୍ଦ କଲେ କେନ୍ଦ୍ରୀୟ କାର୍ଯ୍ୟାଳୟର ମୁଖ୍ୟ ଫାଟକ। ଫଳରେ କୁଳପତିଙ୍କ ହସ୍ତକ୍ଷେପ ପରେ ଉତ୍ତେଜନା ହ୍ରାସ ପାଇଥିଲା।

















