ଆଜି କଟକର ଅରିଲୋରେ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |

128
ADVERTISEMENT

କଟକ,୧୦/୧୧ (ଡ଼ି.ଏଚ ବ୍ୟୁରୋ):-ଆଜି କଟକର ଅରିଲୋରେ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏହି ୟୁନିଟରୁ ପ୍ରତିଦିନ ୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ ହେବ ସହ ଉନ୍ନତମାନର ଦୁଗ୍ଧଜାତ ସାମଗ୍ରୀ ଉତ୍ପାଦନ ହେବ | ଏବଂ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ଲାଣ୍ଟ ଦ୍ୱାରା ରାଜ୍ୟର ୬ ଲକ୍ଷ ଦୁଗ୍ଧଚାଷୀ ଉପକୃତ ହେବେ |

Advertisement