Tuesday, September 8, 2026
ADVERTISEMENT
Home ଆଞ୍ଚଳିକ ଆଜି କଟକର ଅରିଲୋରେ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ...

ଆଜି କଟକର ଅରିଲୋରେ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |

210
ADVERTISEMENT

କଟକ,୧୦/୧୧ (ଡ଼ି.ଏଚ ବ୍ୟୁରୋ):-ଆଜି କଟକର ଅରିଲୋରେ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏହି ୟୁନିଟରୁ ପ୍ରତିଦିନ ୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ ହେବ ସହ ଉନ୍ନତମାନର ଦୁଗ୍ଧଜାତ ସାମଗ୍ରୀ ଉତ୍ପାଦନ ହେବ | ଏବଂ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ଲାଣ୍ଟ ଦ୍ୱାରା ରାଜ୍ୟର ୬ ଲକ୍ଷ ଦୁଗ୍ଧଚାଷୀ ଉପକୃତ ହେବେ |

Advertisement