ଭୁବନେଶ୍ୱର,୧୧/୧୧ (ଡ଼ି.ଏଚ ବ୍ୟୁରୋ ):-ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା । ଜିଲ୍ଲା ମାନଙ୍କ ମଧ୍ୟରୁ ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ପୁରୀ I ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।


















