ଆଜି ରାଜ୍ୟରେ ୨୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ।

129
ADVERTISEMENT

ଭୁବନେଶ୍ୱର,୧୧/୧୧ (ଡ଼ି.ଏଚ ବ୍ୟୁରୋ ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୨୭୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୦ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement