Friday, November 6, 2026
ADVERTISEMENT
Home ଆଞ୍ଚଳିକ ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ।

ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ।

126
ADVERTISEMENT

ଭୁବନେଶ୍ୱର,୧୪/୧୧ (ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟାରେ ୨୬୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୭ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement