ବିହାରର ଜମ୍ମୁଇରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।

31
ADVERTISEMENT

ଜମ୍ମୁଇ,୧୬/୧୧(ଡ଼ି.ଏଚ ବ୍ୟୁରୋ):-ବିହାରର ଜମ୍ମୁଇରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଏବଂ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ଜଣଙ୍କର ମୃତ୍ୟୁ ହେବା ସହ ୪ ଜଣ ଗୁରୁତର ଆହତ ହୋଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି । ଏମାନେ ସମସ୍ତେ ଜମ୍ମୁଇ ଖାଇରା ଠାରୁ ପାଟନାକୁ ଶବଦାହ କରି ଫେରୁଥିବା ବେଳେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ । ଏବଂ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସର ତଦନ୍ତ ଜାରି ।

Advertisement