ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ମର୍ଦରାଜ ହାଇସ୍କୁଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।

148
ADVERTISEMENT

ବ୍ରହ୍ମପୁର,୧୬/୧୧(ଡ଼ି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ମର୍ଦରାଜ ହାଇସ୍କୁଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ମୃତ କଙ୍କ ପରିଚୟ ଅସ୍ପଷ୍ଟ । ଏବଂ ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।

Advertisement