ଆଜି ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ।

137
ADVERTISEMENT

ଭୁବନେଶ୍ୱର ,୧୬/୧୧(ଡ଼ି.ଏଚ ବ୍ୟୁରୋ):-ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟାରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୧ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement