ଭିଜିଲାନ୍ସ ଜାଲରେ ସୋନପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ମୁଖ୍ୟ କିରାଣୀ ରମେଶ ପ୍ରସାଦ ନାଗ।

105
ADVERTISEMENT

ଭୁବନେଶ୍ୱର,୧୮/୧୧ (ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସୋନପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ମୁଖ୍ୟ କିରାଣୀ ରମେଶ ପ୍ରସାଦ ନାଗ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ ଏକକାଳୀନ ୩ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ ଜାରି । ସେହିଭଳି ନୟାଗଡ଼ ଜିଲ୍ଲା ରଣପୁର ଆର.ଡି ବିଭାଗର ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ର ଚଢାଉ ।

Advertisement