ବିଜେପିରେ ମିଶିଲେ ବିଜେଡିର ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ।

127
ADVERTISEMENT

ଭୁବନେଶ୍ୱର ,୧୯/୧୧(ଡ଼ି.ଏଚ ବ୍ୟୁରୋ):-ବିଜେପିରେ ମିଶିଲେ ବିଜେଡିର ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । କିଛି ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ ସଞ୍ଜୀବ । ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପରସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ।

Advertisement