ଆଜିଠାରୁ ରାଜ୍ୟରେ କୋଭିଡ୍ କଟକଣା ମଧ୍ୟରେ ଯାତ୍ରା, ଅପେରା, ଡ୍ରାମା, ମେଲୋଡି ଆଦି ପାଇଁ ଅନୁମତି ଦେଲେ ରାଜ୍ୟ ସରକାର ।

143
ADVERTISEMENT

ଭୁବନେଶ୍ୱର,୨୦/୧୧ (ଡ଼ି.ଏଚ ବ୍ୟୁରୋ):-ଆଜିଠାରୁ ରାଜ୍ୟରେ କୋଭିଡ୍ କଟକଣା ମଧ୍ୟରେ ଯାତ୍ରା, ଅପେରା, ଡ୍ରାମା, ମେଲୋଡି ଆଦି ପାଇଁ ଅନୁମତି ଦେଲେ ରାଜ୍ୟ ସରକାର । ଏ ନେଇ ଏସଆରସିଙ୍କ ପକ୍ଷରୁ ନୂଆ ଗାଇଡ୍ ଲାଇନ୍ ଜାରି । ଅନଲାଇନରେ କିମ୍ବା ଅଧିକ କାଉଣ୍ଟର ଖୋଲି ଟିକେଟ ବୁକିଂ ପାଇଁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଏହିସବୁ କାର୍ଯ୍ୟକ୍ରମ ପାଇଁ ଜିଲ୍ଲାପାଳ, ଏସ୍ ପି କିମ୍ବା ମ୍ୟୁନିସପାଲ କମିଶନରଙ୍କ ଅନୁମତି ନେବା ଜରୁରୀ ।

Advertisement