ଭୁବନେଶ୍ୱର,୨୦/୧୧ (ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୨୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୧ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।


















