ରାଜ୍ୟରେ ହିତାଧିକାରୀଙ୍କୁ ଆଉ ୮ମାସ ପାଇଁ ଚାଉଳ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ମାଧ୍ୟମରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

146
ADVERTISEMENT

ଭୁବନେଶ୍ୱର,୨୧/୧୧ (ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ହିତାଧିକାରୀଙ୍କୁ ଆଉ ୮ମାସ ପାଇଁ ଚାଉଳ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ମାଧ୍ୟମରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ କୋଭିଡ ଏବେ ବି ସୁଧୁରିନି , ଲୋକଙ୍କ ଜୀବିକା ମଧ୍ୟ ସ୍ବାଭାବିକ ହୋଇନି ତେଣୁ ଅତିରିକ୍ତ ଚାଉଳ ହିତାଧିକାରୀଙ୍କୁ ଆଉ ୮ ମାସ ଦେବାକୁ ଅନୁରୋଧ କରିଛନ୍ତି ।

Advertisement