ଭୁବନେଶ୍ୱର,୨୧/୧୧ (ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୨୦୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୩ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।


















