ଆଞ୍ଚଳିକ ଭୁବନେଶ୍ବର-ପୁରୀ ଜାତୀୟ ରାଜପଥ ମଙ୍ଗଳପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । By Dunia Halchal - November 22, 2021 147 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୨/୧୧(ଡ଼ି.ଏଚ ବ୍ୟୁରୋ):-ଭୁବନେଶ୍ବର-ପୁରୀ ଜାତୀୟ ରାଜପଥ ମଙ୍ଗଳପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏଥିରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି । ଏବଂ ଘଟଣାସ୍ଥଳରେ ପିପିଲି ପୋଲିସର ତଦନ୍ତ ଜାରି । Advertisement