ସମ୍ବଲପୁର,୨୩/୧୧ (ଡ଼ି.ଏଚ ବ୍ୟୁରୋ):-ବୁର୍ଲା ଭୀମସାରରେ ବୃଦ୍ଧି ପାଇଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ୨୨ ଜଣ ଛାତ୍ରୀ ପଜିଟିଭ୍ ଚିହ୍ନଟ ହେବାପରେ ଏବେ ଆଉ ୭ ଜଣ ଛାତ୍ରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି ।ଫଳରେ ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷର ଅଫଲାଇନ ପରୀକ୍ଷା ବାତିଲ । ଏନେଇ ଭୀମସାର ଅଧ୍ୟକ୍ଷ ପ୍ରଫେସର ଡାକ୍ତର ଜୟଶ୍ରୀ ଦୋରାଙ୍କ ସୂଚନା ।