ପୁରୀ,୨୪/୧୧(ଡ଼ି.ଏଚ ବ୍ୟୁରୋ):-ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ ମୁଖ୍ୟମନ୍ତ୍ରୀ ସହ ଗଜପତି ମହାରାଜ ଦିବ୍ୟସିଂହ ଦେବ, ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ଓ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି ସହ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

















