ଆଞ୍ଚଳିକ ଜୁନିଅର ବିଶ୍ୱକପ୍ ହକିରେ ଆଜି କାନ୍ନାଡାକୁ ଭେଟିବ ଟିମ୍ ଇଣ୍ଡିଆ । By Dunia Halchal - November 25, 2021 116 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୫/୧୧ (ଡ଼ି.ଏଚ ବ୍ୟୁରୋ):-ଜୁନିଅର ବିଶ୍ୱକପ୍ ହକିରେ ଆଜି କାନ୍ନାଡାକୁ ଭେଟିବ ଟିମ୍ ଇଣ୍ଡିଆ । ଗତକାଲି ଫ୍ରାନ୍ସ ଠାରୁ ହାରିବା ପରେ ଦ୍ୱିତୀୟ ମ୍ୟାଚ୍ ଜିତି ବିଜୟ ଅଭିଯାନ ଆରମ୍ଭ କରିବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇବ ଭାରତ । Advertisement