ଆଜି ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ବାଣ୍ଟିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ୍ କାର୍ଡ ।

92
ADVERTISEMENT

ବାଲେଶ୍ୱର,୨୬/୧୧(ଡ଼ି.ଏଚ ବ୍ୟୁରୋ):-ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାରେ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ୍ କାର୍ଡ ବାଣ୍ଟିବା ସହ ୩୬୬ କୋଟି ୮୯ ଲକ୍ଷ ଟଙ୍କାର ୭୭ଟି ପ୍ରକଳ୍ପର ଲୋକାର୍ପଣ କରିବା ସହ ୧୧୮୬କୋଟି ୭ ଲକ୍ଷ ଟଙ୍କାର ୧୦୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

Advertisement