Friday, November 6, 2026
ADVERTISEMENT
Home ଆଞ୍ଚଳିକ ଆଜି ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ବାଣ୍ଟିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ...

ଆଜି ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ବାଣ୍ଟିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ୍ କାର୍ଡ ।

183
ADVERTISEMENT

ବାଲେଶ୍ୱର,୨୬/୧୧(ଡ଼ି.ଏଚ ବ୍ୟୁରୋ):-ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାରେ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ୍ କାର୍ଡ ବାଣ୍ଟିବା ସହ ୩୬୬ କୋଟି ୮୯ ଲକ୍ଷ ଟଙ୍କାର ୭୭ଟି ପ୍ରକଳ୍ପର ଲୋକାର୍ପଣ କରିବା ସହ ୧୧୮୬କୋଟି ୭ ଲକ୍ଷ ଟଙ୍କାର ୧୦୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

Advertisement