ଆଞ୍ଚଳିକ ବିଧାନସଭା ପରିସରରେ ଆରମ୍ଭ ହୋଇଛି କୋଭିଡ଼ ଟେଷ୍ଟ । By Dunia Halchal - November 28, 2021 115 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୨୮/୧୧(ଡ଼ି.ଏଚ ବ୍ୟୁରୋ):-ବିଧାନସଭା ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବିଧାନସଭା ପରିସରରେ ଆରମ୍ଭ ହୋଇଛି କୋଭିଡ଼ ଟେଷ୍ଟ । ସମସ୍ତ ସଦସ୍ୟଙ୍କ ସହ ବିଧାନସଭା କର୍ମଚାରୀ ଏବଂ ସୁରକ୍ଷାକର୍ମୀଙ୍କର ଆରଟିପିସିଆର ଓ ଆଣ୍ଟିବଡ଼ି ଟେଷ୍ଟ ମଧ୍ୟ କରାଯାଉଛି । ଯାହା ୩ ଦିନ ଧରି ଚାଲିବ । Advertisement