ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ପୋଲିସ କନଷ୍ଟେବଳ ସୁଦର୍ଶନ ପ୍ରଧାନ।

145
ADVERTISEMENT

ବ୍ରହ୍ମପୁର,୨୯/୧୧(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ପୋଲିସ କନଷ୍ଟେବଳ ସୁଦର୍ଶନ ପ୍ରଧାନ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁରସ୍ଥିତ ୩ ମହଲା କୋଠା, ନିମଖଣ୍ଡିସ୍ଥିତ ବାସଭବନ ଓ ଭଞ୍ଜନଗର ଗମୁଣ୍ଡିସ୍ଥିତ ପୈତୃକ ଘରେ ଭିଜିଲାନ୍ସ ଟିମର ଚଢଉ ଜାରି ଥିବାବେଳେ ବର୍ତ୍ତମାନ ସୁଦ୍ଧା ସୁଦର୍ଶନଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା ଜବତ କରାଯାଇଥିବା ସୂଚନା ।

Advertisement