Friday, November 6, 2026
ADVERTISEMENT
Home ଆଞ୍ଚଳିକ କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ମାଛଗଡ଼ ହାଣ୍ଡିଆସିଲ ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା...

କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ମାଛଗଡ଼ ହାଣ୍ଡିଆସିଲ ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ ।

194
ADVERTISEMENT

କେନ୍ଦୁଝର,୨୯/୧୧(ଡ଼ି.ଏଚ ବ୍ୟୁରୋ):-କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ମାଛଗଡ଼ ହାଣ୍ଡିଆସିଲ ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ। ଅଟୋ ଓଲଟି ପଡିବା ଫଳରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇ ଥିବାବେଳେ ଅନ୍ୟଜଣେ ଗୁରୁତର ହୋଇ ପାଟଣା ଡାକ୍ତରଖାନାରେ ଭର୍ତ୍ତି । ମୃତକ ହେଲେ ମୟୁରଭଞ୍ଜ ଜିଲା କରଞ୍ଜିଆ ଥାନା ରେଙ୍ଗାଳବେଡା ଗାଁର ଫୁଲମଣି ଗୁଇଆ ।ଏବଂ ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।

Advertisement