ଭୁବନେଶ୍ୱର,୨୯/୧୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟାରେ ୧୯୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୯ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।


















