ଆଜି ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ।

97
ADVERTISEMENT

ଭୁବନେଶ୍ୱର,୩୦/୧୧ (ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ହ୍ରାସ ପାଇବାରେ ଲାଗିଛି କରୋନା ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟାରେ ୨୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଆଉ ୨ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୧ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

Advertisement