ଆସନ୍ତାକାଲିଠୁ ବିଧାନସଭାର ଶୀତ ଅଧିବେଶନ। ଏନେଇ ବରିଷ୍ଠ ଅଧିକାରୀଙ୍କ ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୁଲିସ ଡିଜି ଅଭୟ ।

111
ADVERTISEMENT

ଭୁବନେଶ୍ୱର,୩୦/୧୧ (ଡ଼ି.ଏଚ ବ୍ୟୁରୋ):-ଆସନ୍ତାକାଲିଠୁ ବିଧାନସଭାର ଶୀତ ଅଧିବେଶନ। ଏନେଇ ବରିଷ୍ଠ ଅଧିକାରୀଙ୍କ ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୁଲିସ ଡିଜି ଅଭୟ । ଏବଂ କମିସନରେଟ୍ ପୁଲିସ ପକ୍ଷରୁ ବିଧାନସଭାକୁ ଯାଉଥିବା ସମସ୍ତ ମାର୍ଗରେ କଟକଣା ଜାରି ଥିବାବେଳେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ।

Advertisement