ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ।

122
ADVERTISEMENT

ଭୁବନେଶ୍ୱର,୦୨/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ଜଣଙ୍କ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୫ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ।

Advertisement