ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନରେ ବି ଗୃହ କାର୍ଯ୍ୟ ବାଧାପ୍ରାପ୍ତ ।

128
ADVERTISEMENT

ଭୁବନେଶ୍ୱର,୩/୧୨(ଡ଼ି.ଏଚ ବ୍ୟୁରୋ):-ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନରେ ବି ଗୃହ କାର୍ଯ୍ୟ ବାଧାପ୍ରାପ୍ତ । ଉଭୟ ବିଜେପି ଓ କଂଗ୍ରେସ ପକ୍ଷରୁ ହୋହଲ୍ଲା ସହ ନାରାବାଜି ହୋଇଥିଲା । ଫଳରେ ଗୃହକୁ ପୁର୍ନବାର ୪ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

Advertisement