ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନରେ ବି ମମିତା ମେହେର ପ୍ରସଙ୍ଗକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ।

114
ADVERTISEMENT

ଭୁବନେଶ୍ୱର,୦୪/୧୨(ଡ଼ି.ଏଚ ବ୍ୟୁରୋ):-ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନରେ ବି ମମିତା ମେହେର ପ୍ରସଙ୍ଗକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ । ଫଳରେ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

Advertisement