ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ । By Dunia Halchal - December 4, 2021 112 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୦୪/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ଜଣ କରୋନାରେ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୦ ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement