Thursday, September 24, 2026
ADVERTISEMENT
Home ଆଞ୍ଚଳିକ ଭିଜିଲାନ୍ସ ଜାଲରେ ନୟାଗଡର ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ ଦାସ ।

ଭିଜିଲାନ୍ସ ଜାଲରେ ନୟାଗଡର ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ ଦାସ ।

243
ADVERTISEMENT

ନୟାଗଡ,୦୪/୧୨(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ନୟାଗଡର ଅତିରିକ୍ତ ଯୋଗାଣ ଅଧିକାରୀ ଜୟନ୍ତ ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟନ୍ତ ଦାସଙ୍କ ନୟାଗଡ, ଓଡଗାଁ ବାସଭବନ ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଟିମର ଚଢାଉ ଜାରି ।

Advertisement