ସମ୍ବଲପୁର,୬/୧୨(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପାଞ୍ଚୟତ ନିର୍ବାହୀ ଅଧିକାରୀ ଅଚ୍ୟୁତ ନନ୍ଦ ଖୁଣ୍ଟିଆ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୁଚିଣ୍ଡା ଏନଏସି ବାସଭବନ ସମେତ ସୁବର୍ଣ୍ଣପାଲି ସ୍ଥିତ ନିଜ ପୈତୃକ ଘର, ଝଙ୍କରପାଲି ସ୍ଥିତ ଅଫିସରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ ଜାରି ।