ଗଜପତି,୦୭/୧୨(ଡ଼ି.ଏଚ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଜପତି ଜିଲ୍ଲା ନୁଆଗଡ ଫରେଷ୍ଟର ଗଣେଶ ପ୍ରଧାନ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୁଆଗଡ ସରକାରୀ କାର୍ଯ୍ୟାଳୟ ସମେତ ପାରଳାଖେମୁଣ୍ଡି ଗାନ୍ଧୀ ନଗର, ହରିଶ୍ଚନ୍ଦ୍ର ପୁର ପୈତୃକ ବାସଭବନ, ପାତପାଟନା ସ୍ଥିତ ବାସଭବନରେ ଭିଜିଲାନ୍ସ ପକ୍ଷରୁ ରେଡ ଜାରି ।