ଆଞ୍ଚଳିକ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ । By Dunia Halchal - December 7, 2021 127 Share FacebookTwitterPinterestWhatsApp ADVERTISEMENT ଭୁବନେଶ୍ୱର,୦୭/୧୨(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣେ କରୋନାରେ ମୃତ୍ୟୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୪ବୃଦ୍ଧି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । Advertisement