କୋରାପୁଟ ଜିଲ୍ଲା ସୁଙ୍କି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ।

86
ADVERTISEMENT

ଭୁବନେଶ୍ୱର,୦୭/୧୨(ଡ଼ି.ଏଚ ବ୍ୟୁରୋ):-କୋରାପୁଟ ଜିଲ୍ଲା ସୁଙ୍କି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ମାଲବାହୀ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଫଳରେ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିବାବେଳେ ଉଭୟ ପଟୁ ଶହଶହ ଗାଡିମଟର ଅଟକି ରହିଥିବା ସୂଚନା ।

Advertisement